ଗଣନା ପୁସ୍ତକ 17:3 - ଓଡିଆ ବାଇବେଲ3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। Faic an caibideilପବିତ୍ର ବାଇବଲ3 ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ। Faic an caibideil |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’