ଗଣନା ପୁସ୍ତକ 21:7 - ଓଡିଆ ବାଇବେଲ7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ। ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Faic an caibideilପବିତ୍ର ବାଇବଲ7 ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ। Faic an caibideil |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”