Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:8 - ଓଡିଆ ବାଇବେଲ

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 32:8
6 Iomraidhean Croise  

ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !


ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।


“ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।”


Lean sinn:

Sanasan


Sanasan