Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:11 - ଓଡିଆ ବାଇବେଲ

11 ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 “ପୁଣି ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢାଙ୍କିବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ପୁରାଇବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:11
9 Iomraidhean Croise  

ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;


ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।


ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।


ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।


ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।


Lean sinn:

Sanasan


Sanasan