Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:13 - ଓଡିଆ ବାଇବେଲ

13 ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 “ପୁଣି ସେମାନେ ଯଜ୍ଞବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣି ରଙ୍ଗର ବସ୍ତ୍ର ବିଛାଇବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:13
7 Iomraidhean Croise  

ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।


ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,


ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।


Lean sinn:

Sanasan


Sanasan