Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 5:6 - ଓଡିଆ ବାଇବେଲ

6 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ତନୀୟ ହୁଏ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,

Faic an caibideil Dèan lethbhreac

ପବିତ୍ର ବାଇବଲ

6 “ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ୟକ୍ତି ବିରୁଦ୍ଧରେ ଅପରାଧ କରେ, ତେବେ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ମଧ୍ୟ ଅପରାଧ କରିଛନ୍ତି। ସେମାନେ ଦୋଷୀ।

Faic an caibideil Dèan lethbhreac




ଗଣନା ପୁସ୍ତକ 5:6
7 Iomraidhean Croise  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।


Lean sinn:

Sanasan


Sanasan