Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 8:3 - ଓଡିଆ ବାଇବେଲ

3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ହାରୋଣ ସେହିପରି କଲେ, ଯେପରି ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ପ୍ରଦୀପ ଗୁଡ଼ିକୁ ସଜାଡ଼ିଲେ, ଯେଉଁଥିପାଇଁ ସେଗୁଡ଼ିକ ଦୀପରୁଖାର ସମ୍ମୁଖ ସ୍ଥାନକୁ ଆଲୋକିତ କରି ପାରିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 8:3
5 Iomraidhean Croise  

ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;


ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।


“ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”


ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ ।


Lean sinn:

Sanasan


Sanasan