Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 9:7 - ଓଡିଆ ବାଇବେଲ

7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଏହି ଲୋକମାନେ ମୋଶାଙ୍କୁ କହିଲେ, “ଶବ ସ୍ପର୍ଶ କରି ଆମ୍ଭେମାନେ ଅଶୁଚି ହୋଇଅଛୁ। ତେଣୁ ସମସ୍ତ ଇସ୍ରାଏଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନ ଯିବ?”

Faic an caibideil Dèan lethbhreac




ଗଣନା ପୁସ୍ତକ 9:7
7 Iomraidhean Croise  

ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।


“ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;


ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”


ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।


Lean sinn:

Sanasan


Sanasan