ଫିଲିପୀୟ 3:13 - ଓଡିଆ ବାଇବେଲ13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, Faic an caibideilପବିତ୍ର ବାଇବଲ (Re-edited) - (BSI)13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, Faic an caibideilପବିତ୍ର ବାଇବଲ (CL) NT (BSI)13 ଅବଶ୍ୟ ଏ ପର୍ଯ୍ୟନ୍ତ ମୁଁ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ନାହିଁ। କିନ୍ତୁ ଗୋଟିଏ କାର୍ଯ୍ୟରେ ମୁଁ ନିବିଷ୍ଟ ରହିଛି; ପଚରେ ଛାଡ଼ି ଆସିଥିବା ବିଷୟଗୁଡ଼ିକୁ ଭୁଲିଯାଇ, ସମ୍ମୁଖରେ ଥିବା ବିଷୟଗୁଡ଼ିକୁ ପାଇବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, Faic an caibideilପବିତ୍ର ବାଇବଲ13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ। Faic an caibideil |