Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 2:4 - ଓଡିଆ ବାଇବେଲ

4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ତୁମ ବିରୁଦ୍ଧରେ ମୋର ଏହି ଅଭିଯୋଗ ତୁମେ ଆଦ୍ୟରେ ଯେପରି ମୋତେ ପ୍ରେମ କରୁଥିଲ, ବର୍ତ୍ତମାନ ସେପରି ଆଉ କରୁ ନାହଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 “କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ।

Faic an caibideil Dèan lethbhreac




ପ୍ରକାଶିତ 2:4
11 Iomraidhean Croise  

ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ ।


ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।


Lean sinn:

Sanasan


Sanasan