Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 4:8 - ଓଡିଆ ବାଇବେଲ

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, ତୁମ୍ଭେ ଆପେ ତାହା କିଣ, ସେତେବେଳେ ସେ ଆପଣା ପାଦୁକା କାଢ଼ି ଦେଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା।

Faic an caibideil Dèan lethbhreac




ରତର ବିବରଣ 4:8
3 Iomraidhean Croise  

ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।


ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।


ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।


Lean sinn:

Sanasan


Sanasan