1 ବଂଶାବଳୀ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ, Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ Gade chapit laଓଡିଆ ବାଇବେଲ14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ, Gade chapit laପବିତ୍ର ବାଇବଲ14 ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ; Gade chapit la |
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”