Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହିବ୍ବୀୟ, ଅର୍କୀୟ, ସିନୀୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଓ ହିବ୍ବୀୟ ଓ ଅର୍କୀୟ ଓ ସୀନୀୟ

Gade chapit la Kopi

ଓଡିଆ ବାଇବେଲ

15 ହିବ୍ବୀୟ, ଅର୍କୀୟ, ସିନୀୟ,

Gade chapit la Kopi

ପବିତ୍ର ବାଇବଲ

15 ହିବ୍ବୀୟ, ଅର୍କୀୟ, ସୀନୀୟ;

Gade chapit la Kopi




1 ବଂଶାବଳୀ 1:15
7 Referans Kwoze  

ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;


ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।


Swiv nou:

Piblisite


Piblisite