1 ବଂଶାବଳୀ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। Gade chapit laପବିତ୍ର ବାଇବଲ (Re-edited) - (BSI)17 ଶେମର ସନ୍ତାନଗଣ; ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ ଓ ଊସ୍ ଓ ହୂଲ ଓ ଗେଥର ଓ ମେଶକ୍। Gade chapit laଓଡିଆ ବାଇବେଲ17 ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। Gade chapit laପବିତ୍ର ବାଇବଲ17 ଶେମଙ୍କର ସନ୍ତାନଗଣ ଥିଲେ: ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ: ଊସ୍, ହୂଲ, ଗେଥର ଓ ମେଶକ୍। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”