Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅବ୍ରାମ୍, ଅର୍ଥାତ୍ ଅବ୍ରହାମ।

Gade chapit la Kopi

ଓଡିଆ ବାଇବେଲ

27 ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।

Gade chapit la Kopi

ପବିତ୍ର ବାଇବଲ

27 ଅବ୍ରାମଙ୍କୁ ଅବ୍ରହାମ ବୋଲି କୁହାଯାଉଥିଲା।

Gade chapit la Kopi




1 ବଂଶାବଳୀ 1:27
6 Referans Kwoze  

ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;


ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;


ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


ସରୁଗ, ନାହୋର, ତେରହ


ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।


Swiv nou:

Piblisite


Piblisite