Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଅବ୍ରହାମଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାଏଲ।

Gade chapit la Kopi

ଓଡିଆ ବାଇବେଲ

28 ଅବ୍ରହାମଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ।

Gade chapit la Kopi

ପବିତ୍ର ବାଇବଲ

28 ଅବ୍ରହାମଙ୍କର ପୁତ୍ରମାନେ ଥିଲେ: ଇ‌ସ୍‌ହାକ ଓ ଇ‌ଶ୍‌ମାୟେଲ।

Gade chapit la Kopi




1 ବଂଶାବଳୀ 1:28
10 Referans Kwoze  

ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।


ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;


ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।


ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।


ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;


Swiv nou:

Piblisite


Piblisite