Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ହୂଶମ୍‍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍‍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍‍ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ପୁଣି ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା।

Gade chapit la Kopi

ଓଡିଆ ବାଇବେଲ

46 ପୁଣି, ହୂଶମ୍‍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍‍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍‍ ଥିଲା।

Gade chapit la Kopi

ପବିତ୍ର ବାଇବଲ

46 ହୂଶ‌ମ୍‌ଙ୍କର ମୃତ୍ୟୁ ପରେ ହଦଦ୍ ନୂତନ ରାଜା ହେଲେ। ସେ ମୋୟାବ ଦେଶରେ ମିଦିୟନୀୟଙ୍କୁ ପରାସ୍ତ କଲେ। ତାଙ୍କ ନଗରର ନାମ ଥିଲା ଅବୀତ୍।

Gade chapit la Kopi




1 ବଂଶାବଳୀ 1:46
3 Referans Kwoze  

ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।


ଆଉ ଯୋବବ୍‍ ମରନ୍ତେ, ତୈମନ୍‍ ଦେଶୀୟ ହୂଶମ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଆଉ ହଦଦ୍‍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।


Swiv nou:

Piblisite


Piblisite