Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଫତ୍ର ସନ୍ତାନ ଗୋମର ଓ ମାଗୋଗ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତୀରସ୍,

Gade chapit la Kopi

ଓଡିଆ ବାଇବେଲ

5 ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଯେଫତ୍‌ଙ୍କର ପୁତ୍ରମାନେ ଥିଲେ: ଗୋମର, ମାଗୋଗ, ମାଦୟ, ଯବନ, ତୁବଲ, ମେଶକ୍ ଓ ତୀରସ୍।

Gade chapit la Kopi




1 ବଂଶାବଳୀ 1:5
8 Referans Kwoze  

ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।


ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;


ନୋହ, ଶେମ, ହାମ ଓ ଯେଫତ୍‍।


ପୁଣି, ଗୋମରର ସନ୍ତାନ ଅସ୍କିନସ୍‍, ଦୀଫତ୍‍ ଓ ତୋଗର୍ମା ଥିଲେ।


ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।


Swiv nou:

Piblisite


Piblisite