Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାୟୀ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ୍, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।

Gade chapit la Kopi

ଓଡିଆ ବାଇବେଲ

50 ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ

50 ବା‌ଲ୍‌ହାନ‌ନଙ୍କର ମୃତ୍ୟୁ ପରେ ହଦଦ୍ ନୂତନ ରାଜା ହେଲେ। ହଦ‌ଦଙ୍କର ନଗରର ନାମ ଥିଲା ପାୟୀ। ହଦ‌ଦଙ୍କ ସ୍ତ୍ରୀଙ୍କର ନାମ ଥିଲା ମହେଟବେଲ୍। ମହେଟବେଲ୍ ମଟ୍ରେଦରଙ୍କ କନ୍ୟା ଥିଲେ। ମଟ୍ରେଦର ମେଷାହବଙ୍କର କନ୍ୟା ଥିଲେ।

Gade chapit la Kopi




1 ବଂଶାବଳୀ 1:50
4 Referans Kwoze  

ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।


ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।


ପୁଣି, ଶୌଲ ମଲା ଉତ୍ତାରେ ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଏଥିଉତ୍ତାରେ ହଦଦ୍‍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା, ରାଜା ଯିଥେତ୍‍,


Swiv nou:

Piblisite


Piblisite