1 ବଂଶାବଳୀ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ଯବନର ସନ୍ତାନ ଇଲୀଶା ଓ ତର୍ଶୀଶ୍ ଓ କିତ୍ତୀମ୍ ଓ ରୋଦାନିମ୍। Gade chapit laଓଡିଆ ବାଇବେଲ7 ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ୍, କିତ୍ତୀମ ଓ ରୋଦାନିମ୍ ଥିଲେ। Gade chapit laପବିତ୍ର ବାଇବଲ7 ଯବନର ପୁତ୍ରମାନେ ଥିଲେ ଇଲୀଶା, ତର୍ଶୀଶ୍, କିତ୍ତୀମ୍ ଓ ରୋଦାନିମ୍। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।