Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ଯାବେଶ୍‍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,

Gade chapit la Kopi

ପବିତ୍ର ବାଇବଲ

11 ପଲେଷ୍ଟୀୟମାନେ ଶାଉଲଙ୍କ ପ୍ରତି ଯେଉଁ ଯେଉଁ କର୍ମ କଲେ, ସେହିସବୁ ଯାବେଶ୍-ଗିଲିୟଦରେ ବାସ କରୁଥିବା ଲୋକମାନେ ଶୁଣିଲେ।

Gade chapit la Kopi




1 ବଂଶାବଳୀ 10:11
6 Referans Kwoze  

ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


Swiv nou:

Piblisite


Piblisite