Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

11 ଦାଉଦଙ୍କ ବିଶେଷ ସୈନ୍ୟଗଣଙ୍କର ତାଲିକା ଏହି ପ୍ରକାରରେ ଥିଲା: ହ‌କ୍‌ମୋନୀୟ ଯା‌ଶ୍‌ବିୟାମ୍। ଯା‌ଶ୍‌ବିୟାମ୍ ରଥାଧିକାରୀମାନଙ୍କ ନେତା ଥିଲା। ଯା‌ଶ୍‌ବିୟାମ୍ ନିଜର ବର୍ଚ୍ଛା ଦ୍ୱାରା ଏକା ଥରକେ 300 ଲୋକଙ୍କୁ ବଧ କରିଥିଲା।

Gade chapit la Kopi




1 ବଂଶାବଳୀ 11:11
3 Referans Kwoze  

ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।


ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite