Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;

Gade chapit la Kopi

ଓଡିଆ ବାଇବେଲ

13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;

Gade chapit la Kopi

ପବିତ୍ର ବାଇବଲ

13 ଇଲିୟାସର ଦାଉଦଙ୍କ ସହିତ ପଶଦମ୍ମୀମରେ ଥିଲେ। ପଲେଷ୍ଟୀୟମାନେ ଯୁଦ୍ଧ କରିବା ନିମନ୍ତେ ସେହି ସ୍ଥାନକୁ ଆସିଥିଲେ। ସେହି ସ୍ଥାନରେ ଯବରେ ପରିପୂର୍ଣ୍ଣ କ୍ଷେତଟିଏ ଥିଲା। ଇସ୍ରାଏଲର ଲୋକମାନେ ପଲେଷ୍ଟୀୟମାନଙ୍କୁ ଡରି ପଳାୟନ କଲେ।

Gade chapit la Kopi




1 ବଂଶାବଳୀ 11:13
4 Referans Kwoze  

ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।


ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।


ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।


Swiv nou:

Piblisite


Piblisite