1 ବଂଶାବଳୀ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି ! Gade chapit laଓଡିଆ ବାଇବେଲ17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !” Gade chapit laପବିତ୍ର ବାଇବଲ17 ଦାଉଦ କହିଲେ, “ବୈଥଲହମର ଫାଟକ ନିକଟରେ ଥିବା କୂଅରୁ କେହି ମୋତେ ପାଣି ପିଇବାକୁ ଦିଅନ୍ତା କି?” Gade chapit la |