1 ବଂଶାବଳୀ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit laଓଡିଆ ବାଇବେଲ20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit laପବିତ୍ର ବାଇବଲ20 ଯୋୟାବଙ୍କ ଭ୍ରାତା ଅବୀଶୟ, ଏହି ତିନି ବୀରଙ୍କର ନେତା ଥିଲେ। ସେ ନିଜର ବର୍ଚ୍ଛା ଦ୍ୱାରା 300 ଲୋକଙ୍କ ସହିତ ଯୁଦ୍ଧ କରିଥିଲେ ଓ ସେମାନଙ୍କୁ ବଧ କରିଥିଲେ। ଅବୀଶୟ ମଧ୍ୟ ଏହି ତିନି ବୀରଙ୍କ ତୁଲ୍ୟ ସୁପ୍ରସିଦ୍ଧ ଥିଲେ। Gade chapit la |