Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର;

Gade chapit la Kopi

ଓଡିଆ ବାଇବେଲ

28 ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;

Gade chapit la Kopi

ପବିତ୍ର ବାଇବଲ

28 ତକୋୟୀୟ, ଇ‌କ୍‌କୋଶର ପୁତ୍ର ଇରା, ଅନାଥୋତୀୟ ଅବିୟେଷର;

Gade chapit la Kopi




1 ବଂଶାବଳୀ 11:28
7 Referans Kwoze  

ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;


ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;


ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,


ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;


ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;


Swiv nou:

Piblisite


Piblisite