Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେସମୟରେ ଏହି ଲୋକମାନେ ସିକ୍ଳଗ୍କୁ ତାଙ୍କ କତିକି ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ସିକ୍ଳଗରେ ଥିବା ସମୟରେ ଯେଉଁ ବ୍ୟକ୍ତିମାନେ ତାହାଙ୍କ ନିକଟକୁ ଆସିଥିଲେ, ସେମାନଙ୍କର ତାଲିକା ଏହା ଥିଲା। ଦାଉଦ ଯେତେବେଳେ କୀଶଙ୍କ ପୁତ୍ର ଶାଉଲଙ୍କଠାରୁ ଲୁଚି ରହିଥିଲେ, ସେତେବେଳେ ଏହା ଘଟିଥିଲା। ଏହି ଲୋକମାନେ ଦାଉଦଙ୍କୁ ଯୁଦ୍ଧ ସମୟରେ ସାହାଯ୍ୟ କରିଥିଲେ।

Gade chapit la Kopi




1 ବଂଶାବଳୀ 12:1
10 Referans Kwoze  

“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।


ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।


ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।


ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।


Swiv nou:

Piblisite


Piblisite