Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।

Gade chapit la Kopi

ଓଡିଆ ବାଇବେଲ

14 ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ୍, ସେ ଏକ ସହସ୍ର ଲୋକର ସମାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

14 ଏହି ବ୍ୟକ୍ତିମାନେ ଗା‌ଦ୍‌ର ସୈନ୍ୟଦଳର ନେତା ଥିଲେ। ସେହି ଦଳର ସବୁଠାରୁ ଦୁର୍ବଳ ବ୍ୟକ୍ତି 100 ଜଣ ଶତ୍ରୁ ସୈନ୍ୟଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ସମର୍ଥ ଥିଲା। ଆଉ ସେହି ଦଳର ସବୁଠାରୁ ପରାକ୍ରମୀ ବ୍ୟକ୍ତି 1,000 ଜଣ ଶତ୍ରୁ ସୈନ୍ୟଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ସାମର୍ଥ ଥିଲା।

Gade chapit la Kopi




1 ବଂଶାବଳୀ 12:14
3 Referans Kwoze  

ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।


Swiv nou:

Piblisite


Piblisite