1 ବଂଶାବଳୀ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ। Gade chapit laଓଡିଆ ବାଇବେଲ16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ16 ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ। Gade chapit la |
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”