1 ବଂଶାବଳୀ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ଵର ତୁମ୍ଭର ସାହାଯ୍ୟ କରନ୍ତି। ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ। Gade chapit laଓଡିଆ ବାଇବେଲ18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ। Gade chapit laପବିତ୍ର ବାଇବଲ18 ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ। Gade chapit la |
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।