Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।

Gade chapit la Kopi

ଓଡିଆ ବାଇବେଲ

24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।

Gade chapit la Kopi

ପବିତ୍ର ବାଇବଲ

24 ଯିହୁଦା ଗୋଷ୍ଠୀରୁ 6,800 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଢାଲ ଓ ବର୍ଚ୍ଛା ବହନ କରୁଥିଲେ।

Gade chapit la Kopi




1 ବଂଶାବଳୀ 12:24
6 Referans Kwoze  

ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।


ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


Swiv nou:

Piblisite


Piblisite