Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ।

Gade chapit la Kopi

ଓଡିଆ ବାଇବେଲ

29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ

29 ବିନ୍ୟାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସେମାନେ ଶାଉଲଙ୍କ ଆତ୍ମୀୟ ଥିଲେ। ସେହି ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ୱସ୍ତ ଥିଲେ।

Gade chapit la Kopi




1 ବଂଶାବଳୀ 12:29
7 Referans Kwoze  

ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।


ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।


ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।


ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।


ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।


Swiv nou:

Piblisite


Piblisite