Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍ ଓ ପେଲଟ୍ ଓ ଅନାଥୋତୀୟ ବରାଖା ଓ ଯେହୂ;

Gade chapit la Kopi

ଓଡିଆ ବାଇବେଲ

3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;

Gade chapit la Kopi

ପବିତ୍ର ବାଇବଲ

3 ଅହୀୟେଷର, ସେମାନଙ୍କ ନେତା ଓ ଯୋୟାଶ (ଅହୀୟେଷର ଓ ଯୋୟାଶ, ଗିବିୟାଥୀୟରୁ ଶମାୟରଙ୍କ ପୁତ୍ର ଥିଲେ)। ଯିଷୀୟେଲ ଓ ପେ‌ଲ୍‌ଟ ଅ‌‌‌ସ୍‌ମାବତଙ୍କର ପୁତ୍ର ଥିଲେ; ଅନାଥୋତୀୟରୁ ବରାଖା ଓ ଯେହୂ ଥିଲେ।

Gade chapit la Kopi




1 ବଂଶାବଳୀ 12:3
8 Referans Kwoze  

ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;


ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।


ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;


ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।


ଅର୍ବତୀୟ ଅବିୟେଲ୍‍ବୋନ, ବରହୂମୀୟ ଅସ୍ମାବତ୍‍;


Swiv nou:

Piblisite


Piblisite