Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।

Gade chapit la Kopi

ଓଡିଆ ବାଇବେଲ

32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।

Gade chapit la Kopi

ପବିତ୍ର ବାଇବଲ

32 ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସେହି ବ୍ୟକ୍ତିମାନେ ଇସ୍ରାଏଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସେମାନଙ୍କର ଆତ୍ମୀୟମାନେ ସେମାନଙ୍କ ସହିତରେ ଓ ସେମାନଙ୍କ ଅଧୀନରେ ଥିଲେ।

Gade chapit la Kopi




1 ବଂଶାବଳୀ 12:32
15 Referans Kwoze  

ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।


ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;


ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।


ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?


ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।


ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;


ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।


ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।


Swiv nou:

Piblisite


Piblisite