1 ବଂଶାବଳୀ 12:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ସବୂଲୂନ୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ଵିମନା ନ ଥିଲେ। Gade chapit laଓଡିଆ ବାଇବେଲ33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ। Gade chapit laପବିତ୍ର ବାଇବଲ33 ସବୂଲୂନ ଗୋଷ୍ଠୀରୁ 50,000 ସୈନ୍ୟ ଥିଲେ। ସେମାନେ ସବୁପ୍ରକାର ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ନିମନ୍ତେ ତାଲିମପ୍ରାପ୍ତ ହୋଇଥିଲେ। ଏବଂ ଦାଉଦଙ୍କୁ ବିନା ସନ୍ଦେହରେ ସାହାଯ୍ୟ କଲେ। Gade chapit la |