1 ବଂଶାବଳୀ 12:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ। Gade chapit laଓଡିଆ ବାଇବେଲ34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ। Gade chapit laପବିତ୍ର ବାଇବଲ34 ନପ୍ତାଲି ଗୋଷ୍ଠୀରୁ 1,000 କାର୍ଯ୍ୟକାରୀ ଥିଲେ। ସେମାନଙ୍କ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢାଲ ଓ ବର୍ଚ୍ଛାଧାରୀ ଥିଲେ। Gade chapit la |