Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

35 ଦାନ୍ ଗୋଷ୍ଠୀରୁ 28,600 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।

Gade chapit la Kopi




1 ବଂଶାବଳୀ 12:35
6 Referans Kwoze  

ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।


ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।


ଆଉ ଦାନ୍‍ର ପୁତ୍ର ହୂଶୀମ୍‍।


ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।


ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”


ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ


Swiv nou:

Piblisite


Piblisite