Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।

Gade chapit la Kopi

ଓଡିଆ ବାଇବେଲ

36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।

Gade chapit la Kopi

ପବିତ୍ର ବାଇବଲ

36 ଆଶେର ଗୋଷ୍ଠୀରୁ 40,000 ତାଲିମପ୍ରାପ୍ତ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।

Gade chapit la Kopi




1 ବଂଶାବଳୀ 12:36
4 Referans Kwoze  

ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।


ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।


ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।


ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।


Swiv nou:

Piblisite


Piblisite