Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।

Gade chapit la Kopi

ଓଡିଆ ବାଇବେଲ

37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।

Gade chapit la Kopi

ପବିତ୍ର ବାଇବଲ

37 ଯର୍ଦ୍ଦନ ନଦୀର ପୂର୍ବ ଦିଗରୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗର 120,000 ଲୋକ ଥିଲେ। ଏହି ଲୋକମାନଙ୍କ ନିକଟରେ ସବୁ ପ୍ରକାରର ଅସ୍ତ୍ରଶସ୍ତ୍ର ଥିଲା।

Gade chapit la Kopi




1 ବଂଶାବଳୀ 12:37
8 Referans Kwoze  

କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।


ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।


ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।


Swiv nou:

Piblisite


Piblisite