Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍;

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;

Gade chapit la Kopi

ପବିତ୍ର ବାଇବଲ

4 ଗିବିୟୋନ ଯିଶ୍ମୟିୟ ତିରିଶ୍ ଜଣ ବୀରଙ୍କ ମଧ୍ୟରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ୍ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦେରାଥୀୟ ଲୋକମାନଙ୍କ ମଧ୍ୟରୁ ଯିରିମିୟ, ଯହସୀୟେଲ, ଯୋହାନନ୍ ଓ ଯୋଷାବଦ୍ ଥିଲେ।

Gade chapit la Kopi




1 ବଂଶାବଳୀ 12:4
8 Referans Kwoze  

ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,


ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।


ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;


ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;


ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।


ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।


Swiv nou:

Piblisite


Piblisite