Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ଦାଉଦ ନିୟମସିନ୍ଦୁକକୁ ତାଙ୍କ ସହିତ ଦାଉଦ ନଗରକୁ ନେଲେ ନାହିଁ। ସେ ନିୟମସିନ୍ଦୁକକୁ ଓବେଦ୍-ଇଦୋମର ଗୃହରେ ଛାଡ଼ିଦେଇ ଗଲେ। ଓବେଦ୍-ଇଦୋମ ଗାଥ୍ ନଗରର ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 13:13
9 Referans Kwoze  

ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;


ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତ୍‍‍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।


ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।


ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;


ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)


ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”


ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;


ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।


Swiv nou:

Piblisite


Piblisite