Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ

14 ନିୟମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ୱ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।

Gade chapit la Kopi




1 ବଂଶାବଳୀ 13:14
8 Referans Kwoze  

ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”


ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।


ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,


ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ


Swiv nou:

Piblisite


Piblisite