1 ବଂଶାବଳୀ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Gade chapit laଓଡିଆ ବାଇବେଲ5 ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Gade chapit laପବିତ୍ର ବାଇବଲ5 ତେଣୁ ଦାଉଦ ମିଶରର ଶିୟୋରନଦୀଠାରୁ ହମାତର ସହର ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନଙ୍କୁ ଏକତ୍ର କଲେ। ସେମାନେ କିରିୟତ୍-ଯିୟାରୀମ ସହରରୁ ନିୟମସିନ୍ଦୁକ ଫେରାଇ ଆଣିବା ନିମନ୍ତେ ଏକତ୍ର ହେଲେ। Gade chapit la |