1 ବଂଶାବଳୀ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ। Gade chapit laଓଡିଆ ବାଇବେଲ7 ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ। Gade chapit laପବିତ୍ର ବାଇବଲ7 ଲୋକମାନେ ନିୟମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସେମାନେ ତାହାକୁ ଏକ ନୂତନ ଶଗଡ଼ ଗାଡ଼ିରେ ରଖିଲେ। ଉଷ ଓ ଅହିୟୋ ସେହି ଶଗଡ଼କୁ ଚଲାଇଲେ। Gade chapit la |