1 ବଂଶାବଳୀ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା। Gade chapit laପବିତ୍ର ବାଇବଲ1 ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ। Gade chapit la |