1 ବଂଶାବଳୀ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଦାଉଦ ପରମେଶ୍ଵରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Gade chapit laଓଡିଆ ବାଇବେଲ14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Gade chapit laପବିତ୍ର ବାଇବଲ14 ଦାଉଦ ପରମେଶ୍ୱରଙ୍କ ନିକଟରେ ଆଉଥରେ ପ୍ରାର୍ଥନା କଲେ। ପରମେଶ୍ୱର ଦାଉଦଙ୍କ ପ୍ରାର୍ଥନାର ଉତ୍ତର ଦେଲେ। ପରମେଶ୍ୱର କହିଲେ, “ଦାଉଦ, ତୁମ୍ଭେ ଯେତେବେଳେ ଆକ୍ରମଣ କରିବ, ସେତେବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ପର୍ବତ ଉପରକୁ ଯିବ ନାହିଁ। ବରଂ ସେମାନଙ୍କ ଚତୁର୍ଦ୍ଦିଗରେ ଯାଇ ତୂତ୍ବୃକ୍ଷ ଆଢ଼ୁଆଳରେ ନିଜକୁ ଲୁଗ୍ଭଅ। Gade chapit la |