Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।

Gade chapit la Kopi

ପବିତ୍ର ବାଇବଲ

8 ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।

Gade chapit la Kopi




1 ବଂଶାବଳୀ 14:8
8 Referans Kwoze  

ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।


ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।


Swiv nou:

Piblisite


Piblisite