1 ବଂଶାବଳୀ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣା-ମାନଙ୍କୁ ପବିତ୍ର କର। Gade chapit laଓଡିଆ ବାଇବେଲ12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।” Gade chapit laପବିତ୍ର ବାଇବଲ12 ଦାଉଦ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଲେବୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲେବୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ୟକ। ଏହା ପରେ ମୁଁ ନିୟମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭେମାନେ ତାହାକୁ ସେହି ସ୍ଥାନକୁ ଆଣିବ। Gade chapit la |