Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ଵେଷଣ ନ କଲୁ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।

Gade chapit la Kopi

ପବିତ୍ର ବାଇବଲ

13 ନିୟମସିନ୍ଦୁକକୁ କିପରି ବହି ନେବାକୁ ହେବ, ତାହା କ’ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଗ୍ଭରି ନ ଥିଲୁ? ତୁମ୍ଭେ କ’ଣ ଲେବୀୟମାନେ ତାହାକୁ ବହନ କରି ନ ଥିଲ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।”

Gade chapit la Kopi




1 ବଂଶାବଳୀ 15:13
13 Referans Kwoze  

ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।


କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।


ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”


ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।


ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”


Swiv nou:

Piblisite


Piblisite