1 ବଂଶାବଳୀ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ; Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହିରୂପେ ହେମନ୍, ଆସଫ ଓ ଏଥନ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ଵନି କରିବା ପାଇଁ; Gade chapit laଓଡିଆ ବାଇବେଲ19 ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ; Gade chapit laପବିତ୍ର ବାଇବଲ19 ଗାୟକ ହେମନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ। Gade chapit la |
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।